Home » PUNJAB
pm modi _agriculture

SVAMITVA Scheme: ଅକ୍ଟୋବର ୧୧ରୁ ‘ସ୍ଵାମିତ୍ଵ’ ଯୋଜନା ଲାଗୁ

  ନୂଆଦିଲ୍ଲୀ:  ଲକ୍ଷ ଲକ୍ଷ ଗ୍ରାମାଞ୍ଚଳବାସୀଙ୍କୁ  ସଶକ୍ତ କରିବା ପାଇଁ ଏକ ଐତିହାସିକ ନିଷ୍ପତ୍ତି ନିଆଯାଇଛି। ଏକ ଐତିହାସିକ ଘଟଣାକ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (Narendra Modi) “ସ୍ଵାମିତ୍ଵ” (SVAMITVA Scheme) ଯୋଜନା ଅଧୀନରେ ଆସନ୍ତା ୧୧ ତାରିଖ ଦିନ ଭିଡିଓ କନଫରେନ୍ସ ଜରିଆରେ ଜମି ପଟ୍ଟା ବଣ୍ଟନ କରିବେ। ଏହି ପଟ୍ଟା ପ୍ରଦାନ ପରେ ପଟ୍ଟାଧାରୀମାନେ ସେମାନଙ୍କ ମୋବାଇଲ ଫୋନରେ ଦିଆଯାଇଥିବା ଏସଏମଏସ ଲିଙ୍କ ଜରିଆରେ ସେମାନଙ୍କ ପଟ୍ଟାକୁ ଡାଉନଲୋଡ କରିପାରିବେ। ଏହାପରେ ସମ୍ପୃକ୍ତ…

Read More

ଭାରତରେ ବିଶ୍ୱର ସର୍ବାଧିକ ଜୈବିକ ଚାଷୀ; ଦେଶରେ ଜୈବିକ ଚାଷ ହେଉଥିବା ଜମିର ପରିମାଣ ବିଶ୍ୱରେ ନବମ,କରୋନା ସମୟରେ ଲୋକେ ଖାଦ୍ୟ ପ୍ରତି ସଚେତନ

ନୂଆଦିଲ୍ଲୀ :ଜୈବିକ କୃଷି କ୍ରମଶଃ ଅଧିକରୁ ଅଧିକ ସଫଳତା ଓ ଲୋକପ୍ରିୟତା ଅର୍ଜନ କରୁଛି। କେବଳ ଭାରତରେ ନୁହେଁ, ସମଗ୍ର ବିଶ୍ୱରେ ଜୈବିକ କୃଷିଜାତ ସାମଗ୍ରୀର ଚାହିଦା ବଢିବାରେ ଲାଗିଛି। କରୋନା ଦ୍ୱାରା ଗୁରୁତରଭାବେ ପ୍ରଭାବିତ ବିଶ୍ୱ ଏବେ ଅଧିକରୁ ଅଧିକ ପୁଷ୍ଟିକର, ସ୍ୱାସ୍ଥ୍ୟକର ଓ ନିରାପଦ ଖାଦ୍ୟ ଲୋଡୁଛି। ଫଳରେ ଜୈବିକ କୃଷିଜାତ ସାମଗ୍ରୀ ଚାହିଦା ବଢୁଛି; ଫଳରେ ଚାଷୀ, ଖାଉଟି ଓ ପରିବେଶ ସମସ୍ତଙ୍କୁ ଏହି ଚାଷଦ୍ୱାରା ଲାଭ ମିଳୁଛି। ଭାରତରେ ବିଶ୍ୱର ସର୍ବାଧିକ ଜୈବିକ ଚାଷୀ ଅଛନ୍ତି। ସେହିଭଳି…

Read More

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଚଣ୍ଡିଗଡରେ ବ୍ୟାଟେରି ସ୍ୱାପିଂ ସୁବିଧା ଲୋକାର୍ପିତ

ବିଦ୍ୟୁତଚାଳିତ ଗାଡିର ସରିଯାଇଥିବା ବ୍ୟାଟେରିକୁ ବଦଳାଇ ଚାର୍ଜ ଥିବା ବ୍ୟାଟେରି ନେଇହେବ କେନ୍ଦ୍ରମନ୍ତ୍ରୀ ଶ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଯୋଗେ ଚଣ୍ଡିଗଡ ଠାରେ ବିଦ୍ୟୁତ ଚାଳିତ ଗାଡି ପାଇଁ ବ୍ୟାଟେରି ସ୍ୱାପିଂ ସୁବିଧା ଏବଂ କୁଇକ୍ ଇଂଟରଚେଞ୍ଜ୍ ଷ୍ଟେସନର ଲୋକାର୍ପଣ କରିଛନ୍ତି । ଏହି ଭର୍ଚୁଆଲ ଉତ୍ସବ କାର୍ଯ୍ୟକ୍ରମରେ ପଞ୍ଜାବର ରାଜ୍ୟପାଳ ଭି.ପି ସିଂହ ବଦନୋର ଉପସ୍ଥିତ ଥିଲେ । ଇଣ୍ଡିଆନ ଅଏଲ ଏବଂ ସନ୍ ମୋବିଲିଟିର ମିଳିତ ଉଦ୍ୟମରେ ଏହା ନିର୍ମାଣ ହୋଇଛି। ଏହି ଷ୍ଟେସନରେ ବିଦ୍ୟୁତଚାଳିତ…

Read More