Radha Pada Darshan: ଅଁଳା ନବମୀରେ କେବଳ ଦର୍ଶନ କରିପାରିବେ ରାଧାପାଦ, ସ୍ପର୍ଶ ମନା
ପୁରୀ: Radha Pada Darshan ଆସନ୍ତାକାଲି ବୁଧବାର ପବିତ୍ର ଅଁଳା ନବମୀ। କରୋନା ମହାମାରୀର ଦୁଇବର୍ଷ ପରେ ଏଥର ଶ୍ରଦ୍ଧାଳୁ ରାଧାପାଦ ଦର୍ଶନ କରିପାରିବେ। ଏହି ଅବସରରେ ପୁରୀ (Puri) ଜିଲ୍ଲା ସାକ୍ଷୀଗୋପାଳସ୍ଥିତ ସାକ୍ଷୀଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ମନ୍ଦିର ପରିସରରେ ୨୦ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି। ରାଧାପାଦ…
