Home » Raghunath Mohapatra
Raghunath_Mohapatra

ବିଶିଷ୍ଟ ସ୍ଥପତି, ଭାସ୍କର୍ଯ୍ୟ ଶିଳ୍ପୀ ତଥା ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ କରୋନାରେ ପରଲୋକ

ଭୁବନେଶ୍ଵର: ବିଶିଷ୍ଟ ସ୍ଥପତି, ଭାସ୍କର୍ଯ୍ୟ ଶିଳ୍ପୀ, ପଦ୍ମଶ୍ରୀ, ପଦ୍ମ ଭୂଷଣ, ପଦ୍ମ ବିଭୂଷଣ ତଥା ରାଜ୍ୟସଭା ସାଂସଦ (Rajya Sabha MP) ରଘୁନାଥ ମହାପାତ୍ର (Raghunath Mohapatra) ଙ୍କ କରୋନାରେ ପରଲୋକ ଘଟିଛି। ଆଜି ରବିବାର ଅପରାହ୍ନରେ ଭୁବନେଶ୍ଵର ଏମ୍ସ (AIIMS) ରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ସେ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ରଘୁନାଥ ମହାପାତ୍ର ପ୍ରସ୍ତର ସ୍ଥପତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

Read More