Home » Rajyasabha MP
Raghunath_Mohapatra

ବିଶିଷ୍ଟ ସ୍ଥପତି, ଭାସ୍କର୍ଯ୍ୟ ଶିଳ୍ପୀ ତଥା ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ କରୋନାରେ ପରଲୋକ

ଭୁବନେଶ୍ଵର: ବିଶିଷ୍ଟ ସ୍ଥପତି, ଭାସ୍କର୍ଯ୍ୟ ଶିଳ୍ପୀ, ପଦ୍ମଶ୍ରୀ, ପଦ୍ମ ଭୂଷଣ, ପଦ୍ମ ବିଭୂଷଣ ତଥା ରାଜ୍ୟସଭା ସାଂସଦ (Rajya Sabha MP) ରଘୁନାଥ ମହାପାତ୍ର (Raghunath Mohapatra) ଙ୍କ କରୋନାରେ ପରଲୋକ ଘଟିଛି। ଆଜି ରବିବାର ଅପରାହ୍ନରେ ଭୁବନେଶ୍ଵର ଏମ୍ସ (AIIMS) ରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ସେ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ରଘୁନାଥ ମହାପାତ୍ର ପ୍ରସ୍ତର ସ୍ଥପତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

Read More
paradip port

Paradip Port: ପାରାଦ୍ଵୀପ ବନ୍ଦରକୁ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିବାକୁ ରାଜ୍ୟସଭାରେ ଦାବି

ନୂଆଦିଲ୍ଲୀ: ବିଜେଡି (BJD) ରାଜ୍ୟସଭା (Rajya Sabha) ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଆଜି ରାଜ୍ୟସଭାରେ ପାରାଦ୍ଵୀପ ବନ୍ଦରକୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିବାକୁ ଦାବି କରିଛନ୍ତି। ଆଜି ରାଜ୍ୟସଭାରେ ଶୂନ୍ୟକାଳ (Zero Hour) ରେ ଲିଖିତ ଆକାରରେ ସେ ଏହି ଦାବି କରିଥିବା ଜଣାପଡିଛି। ସେ କହିଛନ୍ତି  ଯେ, ବିଜୁ ପଟ୍ଟନାୟକଙ୍କ ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଯୋଗଦାନ, ଉଲ୍ଲେଖନୀୟ ନେତୃତ୍ୱ ଏବଂ ତାଙ୍କ ସାହସ ପାଇଁ ଜାତୀୟସ୍ତରରେ ପରିଚିତ। ସେ…

Read More

ରାଜ୍ୟସଭା ସଦସ୍ୟ ତଥା ସମାଜବାଦୀ ଦଳର ପୂର୍ବତନ ନେତା ଅମର ସିଂଙ୍କ ଦେହାନ୍ତ

ନୂଆଦିଲ୍ଲୀ :ଆଜି ରାଜ୍ୟସଭା ସଦସ୍ୟ ତଥା ସମାଜବାଦୀ ଦଳର ପୂର୍ବତନ ନେତା ଅମର ସିଂଙ୍କ ଦେହାନ୍ତ ହୋଇଛି। ଶନିବାର ଅପରାହ୍ନରେ ରାଜ୍ୟସଭା ସଦସ୍ୟ ତଥା ସମାଜବାଦୀ ଦଳର ପୂର୍ବତନ ନେତା ଅମର ସିଂ ୬୪ ବର୍ଷ ବୟସରେ ଦେହାନ୍ତ କରିଛନ୍ତି। ଅମର ସିଂ ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ ଏବଂ ପ୍ରାୟ ୬ ମାସଧରି  ସିଙ୍ଗାପୁରରେ ଚିକିତ୍ସିତ ହେଉଥିଲେ। ଆଜି ସେ ସ୍ୱାଧୀନତା ସଂଗ୍ରାମୀ ବାଲ ଗଙ୍ଗାଧର ତିଲକଙ୍କୁ ତାଙ୍କ ମୃତ୍ୟୁ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ…

Read More