Home » rathayatra

ନୀଳାଦ୍ରି ବିଜେ କଲେ ମହାପ୍ରଭୁ

ପୁରୀ : ନବଦିନର ଯାତ୍ରା ପରେ ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ଶେଷ କରି  ଚତୁର୍ଦ୍ଧାମୂର୍ତ୍ତି ନୀଳାଦ୍ରି ବିଜେ କରିଛନ୍ତି। ଘଣ୍ଟଘଣ୍ଟାର ତାଳେ ତାଳେ, ମୃଦଙ୍ଗ, ବିଜେକାହାଳି ବାଦ୍ୟରେ,ହରିବୋଲଏବଂ ହୁଳହୁଳି ରେ ଗୋଟି ପହଣ୍ଡିରେ ଶ୍ରୀବିଗ୍ରହମାନେ ଶ୍ରୀମନ୍ଦିର କୁ  ବିଜେ କରିଛନ୍ତି। ଚଳିତ ବର୍ଷ ନିର୍ଘଣ୍ଟ ସମୟ ପୂର୍ବରୁ ପହଣ୍ଡି ଶେଷ ହୋଇଛି। ପ୍ରଥମେ ରାମକୃଷ୍ଣ ଏବଂ ମଦନମୋହନ ବିଜେ କରିଥିଲେ। ପରେ ପରେ ଶ୍ରୀସୁଦର୍ଶନ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଜଗତର  ନାଥ…

Read More

ପୁରୀ ରଥଯାତ୍ରା ପାଇଁ ସୁପ୍ରିମ କୋର୍ଟଙ୍କ ଅନୁମତି କୁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ସ୍ୱାଗତ

ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ। ଜୟ ଜଗନ୍ନାଥ:ଅମିତ ଶାହ ନୂଆଦିଲ୍ଲୀ : କେନ୍ଦ୍ର ସ୍ୱରାଷ୍ଟ ମନ୍ତ୍ରୀ ଶ୍ରୀ ଅମିତ ଶାହ ମାନ୍ୟବର ସୁପ୍ରିମ କୋର୍ଟ ପୁରୀ ରଥ ଯାତ୍ରା ସଂପର୍କରେ ଦେଇଥିବା ରାୟକୁ ସ୍ୱାଗତ କରିଛନ୍ତି। ନିଜର ପ୍ରତିକ୍ରିୟାରେ ଶ୍ରୀ ଶାହ ଟ୍ୱିଟ ଜରିଆରେ କହିଛନ୍ତି,“ ଆଜି ଆମ ସମସ୍ତଙ୍କ ପାଇଁ ଏକ ବିଶେଷ ଦିନ, ବିଶେଷ କରି ଓଡ଼ିଆ ଭଉଣୀ ଓ ଭାଇମାନଙ୍କ ପାଇଁ ତଥା ମହାପ୍ରଭୁ ଶ୍ରୀ ଜଗନ୍ନାଥ ଜୀଙ୍କ ଭକ୍ତଗଣଙ୍କ ସକାଶେ ଏହା ଅତି ମହତ୍ତ୍ୱପୂର୍ଣ୍ଣ ଦିବସ। ସମଗ୍ର ଦେଶ ମାନ୍ୟବର ସୁପ୍ରିମକୋର୍ଟ ରଥ…

Read More