ରାଜ୍ୟରେ ପୁଣି ୫୨୭କରୋନା ପଜିଟିଭ ଚିହ୍ନଟ
ରାଜ୍ୟରେ ଆଉ ୫୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୩୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୯ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୬ ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୧୫ ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ ସୁନ୍ଦରଗଡ଼ ଜିଲାରେ ୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ସେହି…
