Home » sony 43 inch 4k led google tv
SARGIFUL - 2022

SARGIFUL – 2022: ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି “ସର୍ଗିଫୁଲ ମହୋତ୍ସବ” (SARGIFUL – 2022) ର ଉଦ୍‌ଯାପନ ଦିବସରେ ଯୋଗ ଦେଇଛନ୍ତି। ସେ ଉଦ୍‌ବୋଧନ ଦେଇ ଛାତ୍ରଛାତ୍ରୀଙ୍କୁ ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢିବାକୁ ପରାମର୍ଶ ଦେଇଛନ୍ତି। ଅନୁସୂଚିତ ଜାତି ଜନଜାତି ଉନ୍ନୟନ୍ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସମୂହର ଏହି ଅନନ୍ୟ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ପ୍ରେରଣା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ପିଲା କାହା ଠାରୁ କମ୍‌ ନୁହଁ। ‘ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ…

Read More