OPSC Mains Result 2020: ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ, ଅଛନ୍ତି ୧୪୮ ଛାତ୍ରୀ
ଭୁବନେଶ୍ୱର: OPSC Result 2020 ଓଡ଼ିଶା ସିଭିଲ ସର୍ଭିସ-୨୦୨୦ (OPSC- OAS) ମୁଖ୍ୟ ପରୀକ୍ଷା ଫଳ ଆଜି ଶୁକ୍ରବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୩୯୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୪୮ ଜଣ ଛାତ୍ରୀ ଅଛନ୍ତି। ତେଜସ୍ଵିନୀ ବେହେରା ଟପର ହୋଇଛନ୍ତି। ଶୁଭଙ୍କରୀ ସୁଦେଷ୍ଣା ଦାଶ ଦ୍ୱିତୀୟ ଓ ଅନନ୍ୟା ସୃଷ୍ଟି ଶତପଥୀ ତୃତୀୟ ସ୍ଥାନରେ ଅଛନ୍ତି। ପ୍ରଥମ ୩ଟି ସ୍ଥାନରେ ଛାତ୍ରୀ ଅଛନ୍ତି। ସୂଚନା ଅନୁସାରେ, ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୭…
