mtimes odia
Home » TELE MEDICINE

ପ୍ରତ୍ୟେକ ଗ୍ରାମକୁ ଆଗାମୀ ହଜାର ଦିନରେ ଅପ୍ଟିକାଲ୍ ଫାଇବର କେବୁଲ୍ ସଂଯୋଗ କରାଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ:ଆସନ୍ତା ହଜାର ଦିନରେ ଦେଶର ପ୍ରତ୍ୟେକ ଗାଁ ଅପ୍ଟିକାଲ ଫାଇବର କେବୁଲ ସହିତ ସଂଯୁକ୍ତ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୪  ତମ ସ୍ୱାଧୀନତା ଦିବସ ଅବସରରେ ତାଙ୍କ ଅଭିଭାଷଣରେ କହିଛନ୍ତି। ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ଯେ ୨୦୧୪ ପୂର୍ବରୁ ଦେଶରେ କେବଳ ୫ ଡଜନ ପଞ୍ଚାୟତ ଅପ୍ଟିକାଲ ଫାଇବର କେବୁଲ ସହିତ ସଂଯୁକ୍ତ ଥିଲା। ଗତ ପାଞ୍ଚ ବର୍ଷ ମଧ୍ୟରେ ଦେଶରେ ପ୍ରାୟ ଦେଢ ଲକ୍ଷ ଗ୍ରାମ ପଞ୍ଚାୟତ ଅପ୍ଟିକାଲ ଫାଇବର…

Read More

କୋଭିଡ଼ ଯୋଦ୍ଧା ଅଙ୍ଗନବାଡ଼ି କର୍ମୀ ଓ ଆଶାକର୍ମୀ ଯଦି ସଂକ୍ରମିତ ହୋଇ ମୃତ୍ୟୁବରଣ କରନ୍ତି, ନିକଟତମ ଆତ୍ମୀୟଙ୍କୁ ମିଳିବ ମାସିକ ସହାୟତା

ଭୁବନେଶ୍ଵର : ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କୋଭିଡ୍ ମୁକାବିଲାରେ ଆଗଧାଡ଼ିର ଯୋଦ୍ଧା ଭାବେ କାର୍ଯ୍ୟ କରୁଥିବା ଅଙ୍ଗନବାଡ଼ି କର୍ମୀ ଏବଂ ଆଶାକର୍ମୀମାନଙ୍କ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ଵପୂର୍ଣ୍ଣ ଘୋଷଣା କରିଛନ୍ତି। କୋଭିଡ଼ ଯୋଦ୍ଧା ଅଙ୍ଗନବାଡ଼ି କର୍ମୀ ଓ ଆଶାକର୍ମୀ ଯଦି ସଂକ୍ରମିତ ହୋଇ ମୃତ୍ୟୁବରଣ କରନ୍ତି ତେବେ ନିକଟତମ ଆତ୍ମୀୟଙ୍କୁ ମାସିକ ସହାୟତା ମିଳିବ। କୋଭିଡ୍ ଯୁଦ୍ଧରେ ସାମିଲ ହୋଇ କାମ କରୁଥିବା କେହି ଅଙ୍ଗନବାଡ଼ି କର୍ମୀ ଯଦି ସଂକ୍ରମିତ…

Read More