ଅନୁଗୋଳ ରୁ ଆଜି ୧୫ ଜଣ କରୋନା ପଜିଟିଭ ଚିହ୍ନଟ;ପଜିଟିଭ ସଂଖ୍ୟା ୧୫୪
ଅନୁଗୁଳ : ଆଜି ଅନୁଗୁଳ ଜିଲ୍ଲାରୁ ପୁଣି ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ ରେ ପହଞ୍ଚିଛି। ମଙ୍ଗଳବାର ବାହାରିଥିବା ୧୫ ଜଣ ପଜିଟିଭଙ୍କ ମଧ୍ୟରୁ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୬ ଜଣ, କିଶୋରନଗର ବ୍ଲକ୍ ଅଞ୍ଚଳରୁ ୬ ଜଣ, ତାଳଚେର ବ୍ଲକ୍ ଅଞ୍ଚଳରୁ ୨ ଜଣ ଏବଂ ଜଣେ ପାଳଲହଡା ବ୍ଳକ୍ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ବଅଁରପାଳ ବ୍ଳକ୍ର ଏକ ଶିକ୍ତ ସଂସ୍ଥା ଅଞ୍ଚଳ ମଧ୍ୟରୁ ୪ ଜଣ ଏବଂ ବାହାରୁ…
