କୋଭିଡ୍ ରୋଗୀଙ୍କ ସୁବିଧା, କୋବିଡ଼ ଭିଡ୍ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗରୁତ୍ଵ ସହିତ ୫ ଜିଲ୍ଲା କୁ ଫୋକସ୍
ଭୁବନେଶ୍ଵର: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ୍ ମୁକାବିଲା ସଂପର୍କରେ ସମୀକ୍ଷା କରିଛନ୍ତି। କେଭିଡ୍ ରୋଗୀଙ୍କ ସୁବିଧା, କେଭିଡ୍ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ଵାରୋପ କରିଛନ୍ତି। ଏହା ସହିତ ରାଜ୍ୟର ୫ଟି ଫୋକସ୍ ଜିଲ୍ଲା ଗଞ୍ଜାମ, କଟକ, ଯାଜପୁର, ସୁନ୍ଦରଗଡ଼ ଓ ଖୋର୍ଦ୍ଧାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଆଜି ଠାରୁ ରାଜ୍ୟରେ ପ୍ଲାଜମା ଥେରାପି ଆରମ୍ଭ କରିବା ଲାଗି ନିଷ୍ପତ୍ତି…
