ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ୭୪ତମ ସ୍ଵାଧୀନତା ଦିବସ ଶୁଭ ଅବସରରେ ପ୍ରଦର୍ଶନୀ ପଡ଼ିଆରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ପାଳନ କରାଯାଇଛି। ପତାକା ଉତ୍ତୋଳନ ସହ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇଛନ୍ତି। ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମଧୁସୁଦନ ଦାସ, ବୀର ସୁରେନ୍ଦ୍ର ସାଏ, ଗୋପବନ୍ଧୁ ଦାସ, ମାଳତୀ ଚୌଧୁରୀ, ନବକିଶୋର ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ,…
