Similipal: ଆସନ୍ତା ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ
Similipal: କରୋନା ମହାମାରୀ କାଳରେ ବନ୍ଦ ଥିବା ଦେଶର ଅଷ୍ଟମ ଜୈବମଣ୍ଡଳ ଭାବେ ପରିଚିତ ଶିମିଳିପାଳ ଅଭୟାରଣ୍ୟ (Similipal National Park) ଆସନ୍ତା ମାସନଭେମ୍ବର ୧ ତାରିଖରୁ ପର୍ଯ୍ୟଟକ ମାନଙ୍କ ଲାଗି ଖୋଲିବ। ଶିମିଳିପାଳ ପର୍ଯ୍ୟଟକମାନଙ୍କ ପାଇଁ ସବୁ ସମୟରେ ଆକର୍ଷଣ କେନ୍ଦ୍ରବିନ୍ଦୁ ରହିଆସିଛି। ରାଜ୍ୟ, ଦେଶ ତଥା ବିଦେଶରୁ ପ୍ରତିବର୍ଷ ସହସ୍ରାଧିକ ପର୍ଯ୍ୟଟକ ଏଠାକୁ ଆସି ଜୀବଜନ୍ତୁଙ୍କ ସହିତ ନଦୀ, ଝରଣା, ଜଳପ୍ରପାତ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିଥା’ନ୍ତି। ଚଳିତ ବର୍ଷ କୋଭିଡ୍ (Covid-19…
