weather-forecast

Odisha Weather Report: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା, ୬ରୁ ଲଘୁଚାପ

ବଡଖବର ରାଜ୍ୟରେ ଘଡ଼ଘଡି ସହ କାଳବୈଶାଖୀ ହେବାର ସମ୍ଭାବନା। ୧୨ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି। ଅଗଷ୍ଟ ୬ ରେ ଲଘୁଚାପ ସୃଷ୍ଟି ହେବ। ଭୁବନେଶ୍ଵର: Odisha Weather Report ଓଡ଼ିଶାରେ ମୌସୁମୀ ଦୁର୍ବଳ। ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା ନାହିଁ। ଫଳରେ ଦିନର ତାପମାତ୍ରା ବୃଦ୍ଧି ପାଇଛି। ମୌସୁମୀ ନିମ୍ନ ଚାପରେଖାର ଉତ୍ତରାୟଣ ଗତି ସହ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଯାଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା…

Read More
odisha rain

Odisha Weather Monsoon Report: ଆସନ୍ତା ୩ଦିନ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ଵର (ବ୍ୟୁରୋ): Odisha Weather Monsoon Report ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ୩ଦିନ ଯାଏଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, ଗଞ୍ଜାମ, କେନ୍ଦ୍ରାପଡା, ଯାଜପୁର,…

Read More
Odisha Temperature Today Updates

Odisha Weather Report: ରାଜ୍ୟର ପଶ୍ଚିମ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବୃଦ୍ଧି ପାଇବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ଵର (ବ୍ୟୁରୋ): Odisha Weather Report ରାଜ୍ୟର ପଶ୍ଚିମ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ଆହୁରି ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିର, ବୌଦ୍ଧ, ସୋନପୁର ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ବୃଦ୍ଧି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ପୁରୀ, ଖୋର୍ଦ୍ଧା, କଟକ, ରାୟଗଡ଼ା, କନ୍ଧମାଳ ଜିଲ୍ଲାର…

Read More
odisha_weather

Odisha Weather Monsoon Report: କେରଳ ଛୁଇଲା ମୌସୁମୀ,୧୦ ଜିଲ୍ଲାରେ କାଳବୈଶାଖୀ  

ଭୁବନେଶ୍ଵର (ବ୍ୟୁରୋ): Odisha Weather Monsoon Report ଖୁସି ଖବର ଗରମ ଏବଂ ଗୁଳୁଗୁଳିରୁ ଶୀଘ୍ର ମିଳବ ମୁକ୍ତି। ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ୩ ଦିନ ପୂର୍ବରୁ ଆଜି କେରଳ (Kerala) ରେ ପହଞ୍ଚିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‍ କରି ସୂଚନା ଦିଆଯାଇଛି। ପୂର୍ବରୁ ଜୁନ ମାସ ୧ ତାରିଖ ଦିନ ମୌସୁମୀ କେରଳ ସ୍ପର୍ଶ କରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଥିଲା। ମାତ୍ର ଏହାର…

Read More
weather-forecast

Odisha Weather Report: ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ,୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର (ବ୍ୟୁରୋ): Odisha Weather Report ଓଡ଼ିଶାରେ ଆଜି ଗୁଳୁଗୁଳି ସହ ପ୍ରବଳ ଗରମ ଅନୁଭୂତ ହୋଇଛି। ଏଥିସହିତ ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ରବିବାରଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ…

Read More
asani_cyclone

Cyclone Updates Odisha: ଓଡ଼ିଶା ଉପକୂଳ ୧୦ରେ ଛୁଇଁବ ବାତ୍ୟା, ଏହି ଜିଲ୍ଲାଗୁଡିକୁ ସତର୍କ

ଭୁବନେଶ୍ୱର (ବ୍ୟୁରୋ): Cyclone Updates In Odisha ଆସୁଛି ବାତ୍ୟା! ଏହା ପୂର୍ବରୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଆସନ୍ତାକାଲି ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହି ଅବପାତ ବାତ୍ୟାରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତିକରି ବାତ୍ୟାର ରୂପ ନେଇପାରେ। ତେବେ ବାତ୍ୟାର…

Read More
odisha-rains

Odisha Weather Report: ଆସୁଛି ଲଘୁଚାପ, ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା, ବାତ୍ୟା ନେଇ ମିଳିନି ସ୍ପଷ୍ଟ ଚିତ୍ର

ଭୁବନେଶ୍ଵର (ବ୍ୟୁରୋ): Odisha Weather Report ଗତକାଲି କେତେକ ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇଯାଇଛି। ବର୍ତ୍ତମାନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁସାରେ ପ୍ରାକ୍ ମୌସୁମୀ ପରିବେଶ ବାତ୍ୟା (Cyclone) ପାଇଁ ଅନୁକୂଳ ରହିଛି। ହେଲେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ଏନେଇ ଠିକ୍‍ ଆକଳନ କରିହେବ।…

Read More
kalabaishakhi_mahimalive

Weather Report Odisha: ୧୬ ଜିଲ୍ଲାରେ କାଳବୈଶାଖୀ, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: Weather Report Odisha ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତକାଲି ସୁନ୍ଦରଗଡ଼ ଓ ସୋନପୁରରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୨.୫ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ କାଳବୈଶାଖୀ ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକ ମଧ୍ୟରେ କଳାହାଣ୍ଡି, କୋରାପୁଟ, କନ୍ଧମାଳ,…

Read More
thunderstorm-in-odisha

Odisha Weather Report Today: ଘଡଘଡି ସହ କାଳବୈଶାଖୀ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ

ଭୁବନେଶ୍ଵର: Odisha Weather Report Today ସମଗ୍ର ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ କାଳବୈଶାଖୀ ହେବା ନେଇ ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରିକରାଯାଇଛି।   ସୂଚନା ଅନୁସାରେ କୋରାପୁଟ, ରାୟଗଡ଼ା, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଏହି ୫ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ଏଥିସହିତ କନ୍ଧମାଳ, ଗଞ୍ଜାମ, ବଲାଙ୍ଗିର, ବାଲେଶ୍ୱର, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ିସହ…

Read More
odisha_weather

Odisha Weather Report: ଗରମରୁ ମିଳବ ମୁକ୍ତି, ଆସନ୍ତା ୨୪ ଘଣ୍ଟାରେ ଏହି ଜିଲ୍ଲାରେ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: Odisha Weather Report ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଜନସାଧାରଣଙ୍କ ଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ରାଜ୍ୟରେ ଗତକାଲି ସୋନପୂରଠାରେ ସର୍ବୋଚ୍ଚ ତାପମାତ୍ରା ୪୩.୫ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଥିଲା। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ…

Read More
Monsoon-odisha

Odisha Weather Report: ଆସନ୍ତା ୨୪ ଘଣ୍ଟାରେ ଏହି ଜିଲ୍ଲାରେ କାଳବୈଶାଖୀ, ଏଥର ମୌସୁମୀ ଜୁନ ୩ୟ ସପ୍ତାହରେ

ଭୁବନେଶ୍ଵର: Odisha Weather Report ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀର ସମ୍ଭାବନା ରହିଛି। ଏ ନେଇ ଆଜି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଏହାର ପ୍ରବାହରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ହେବାର…

Read More