Home » Wheat crops
wheat export bans

Wheat Export Ban: କମିବ ଅଟା ଦାମ; ଗହମ ପରେ ଅଟା ରପ୍ତାନୀରେ ବ୍ୟାନ, କ୍ୟାବିନେଟ୍ ର ଅନୁମୋଦନ

ନୂଆଦିଲ୍ଲୀ: Wheat Export Ban ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (Prime Minister Shri Narendra Modi) ଙ୍କ ଅଧ୍ୟକ୍ଷତାରେ ଗଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ରପ୍ତାନୀ ପ୍ରତିବନ୍ଧକ ଦେଶରୁ ଗହମ କିମ୍ବା ମେସଲିନ୍ ଅଟାକୁ  (HS Code 1101) ମୁକ୍ତ କରିବା ନୀତିରେ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।  ଏହି ଅନୁମୋଦନ ଦ୍ୱାରା ଏବେ ଗହମ ଅଟାର ରପ୍ତାନୀ ଉପରେ ପ୍ରତିବନ୍ଧକ ଲଗାଇବା ନିମନ୍ତେ ଅନୁମତି ମିଳିଯିବ, ଯାହା ଗହମରୁ ପ୍ରସ୍ତୁତ ଅଟାର…

Read More
msp

MSP: ୬ଟି ରବି ଫସଲ ଉପରେ ବଢିଲା ଏମଏସପି; ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ କହିଲେ ନିଷ୍ପତି ଐତିହାସିକ

ନୂଆଦିଲ୍ଲୀ: କେନ୍ଦ୍ର ସରକାର କୃଷି ବିଲ୍ (Agriculture Bills 2020 ) ପାସ୍ କରିସାରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି କମିଟି (Cabinet Committee on Economic Affairs) ୬ଟି ରବି ଫସଲର ସର୍ବନିମ୍ନ ସହାୟତା ମୂଲ୍ୟ (Minimum Support Price) ବୃଦ୍ଧିକୁ ଅନୁମୋଦନ କରିଛି। ଏବେ ମୋଦୀ ସରକାରଙ୍କ କ୍ୟାବିନେଟ୍ ରବି ଫସଲ ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସପିବୃଦ୍ଧିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହାକୁ ନେଇ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ…

Read More