Low Pressure In Bay of Bengal: ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ, ପୁଣି ବାତ୍ୟା ଆଶଙ୍କା!
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ନିକଟରେ ଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ଆଗାମୀ ୬ ଘଣ୍ଟାରେ ଅବପାତ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ନିକଟରେ ଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ଆଗାମୀ ୬ ଘଣ୍ଟାରେ ଅବପାତ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।
ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଶକ୍ତିଶାଳୀ ବାତ୍ୟା ଗଠନ ହେବାର ଆଶଙ୍କା ରହିଛି। ଅକ୍ଟୋବର ୨୮ ସୁଦ୍ଧା ଏହାର ପ୍ରଭାବ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ପଡ଼ିପାରେ।