Home » ଓଡ଼ିଶା » Page 4

ଆଜି ଚିହ୍ନଟ ହେଲେ ୧୦୬୮ କରୋନା ପଜିଟିଭ

ଭୁବନେଶ୍ଵର : ରାଜ୍ୟରେ ଆଜି ୧୦୬୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୬୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୦୬ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୮ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ୧୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More
Naveen Patnaik

ସଂକ୍ରମିତଙ୍କୁ ଉପଯୁକ୍ତ ସ୍ଵାସ୍ଥ୍ୟସେବା ଯୋଗାଅ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ଼ -19 ରୋଗୀ ର  ଚିକିତ୍ସାରେ ଯେପରି ଅବହେଳା ନହୁଏ ସେଥିପ୍ରତି ଉପଯୁକ୍ତ  ଯତ୍ନବାନ୍ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁତର ସମସ୍ୟା ନଥିବା କିମ୍ବା ସ୍ଵଚ୍ଛ, ମଧ୍ୟମ ଲକ୍ଷଣ ଯୁକ୍ତ କରୋନା ପଜିଟିଭ୍ ଘରେ  ରହି ଚିକିତ୍ସିତ ହେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କହିଛନ୍ତି। ଫଳରେ ଡାକ୍ତରଖାନା ଉପରେ ଚାପ କମ ରହିବ। ଏଥିସହିତ  ଘରେ ରହି ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦେବା ସହିତ…

Read More

ଆଜି ଚିହ୍ନଟ ହେଲେ ୧୨୧୫ ପଜିଟିଭ

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୪  ଲକ୍ଷ ୭୬ ହଜାର ୫୬୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨୮ ହଜାର ୧୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୭ ହଜାର ୩୭୩  ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ହଜାର ୫୪୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ଵର : ରାଜ୍ୟରେ ଆଜି ୧୨୧୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୭୫୩…

Read More

ଜୁଲାଇ ୨୯ରେ ଓଡ଼ିଶା ମାଟ୍ରିକ ପରୀକ୍ଷା ଫଳ;ଅଗଷ୍ଟରେ +୨ ରେଜଲ୍ଟ

ଭୁବନେଶ୍ଵର: ଆସନ୍ତା ଜୁଲାଇ ୨୯ ତାରିଖରେ ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବ।  ଏ ନେଇ ଆଜି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି ବୋର୍ଡ  ୱେବସାଇଟ  ଏବଂ ଏସଏମଏସ୍ ଜରିଆରେ ମାଟ୍ରିକ୍‌ ଫଳାଫଳ ଛାତ୍ରଛାତ୍ରୀ ଜାଣିପାରିବେ।   ଏଥିସହିତ ଶ୍ରୀ ଦାଶ କହିଛନ୍ତି ଯେ ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଯୁକ୍ତ ଦୁଇ…

Read More

ଦିନକୁ ଦିନ ନୂଆ ରେକର୍ଡ ସହ ବଢୁଛି କରୋନା ପଜିଟିଭ ସଂଖ୍ୟା , ଆଜି ୧୫୦୩ ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଆଜି ୧୫୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୦୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୫୦୧ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୮ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୪୯୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୨୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…

Read More

ରାଜ୍ୟ ରେ ସୁସ୍ଥ ହେଲେ ସର୍ବାଧିକ ୮୬୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଜି  ଆଉ ୮୬୪ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୬ ହଜାର ୭୯୨ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୪୩୨ ଜଣ,ରାୟଗଡା ରୁ ୧୩୭, ବରଗଡ଼ ରୁ ୩୧ଜଣ, ଖୋର୍ଦ୍ଧା ରୁ ୨୮ଜଣ, କଟକ ରୁ…

Read More

ଭାରତରେ ଆଜି ରେକର୍ଡ ଆରୋଗ୍ୟ ହାର; ପାଖାପାଖି ୬୪ ପ୍ରତିଶତ

ନୂଆଦିଲ୍ଲୀ :ଗତକାଲି ଗୋଟିଏ ଦିନରେ ଆରୋଗ୍ୟ ହାରରେ ସର୍ବୋଚ୍ଚ ରେକର୍ଡ ପରିଲକ୍ଷିତ ହୋଇଛି। ଗତ୨୪ଘଣ୍ଟା ମଧ୍ୟରେ ୩୬ ହଜାର ୧୪୫  ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଯାହାକି ଏକ ରେକର୍ଡ।  ଏଥିସହିତ ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୮ ଲକ୍ଷ ୮୫ ହଜାର ୫୭୬ ରେ ପହଞ୍ଚିଛି। ସେହିପରି ଆରୋଗ୍ୟ ହାର ସର୍ବାଧିକ ଶତକଡା ୬୩.୯୨ ରେ ପହଞ୍ଚିଛି। ଏଥିରୁ ସ୍ପଷ୍ଟ ଜଣାପଡିଛି ଯେ, ଆରୋଗ୍ୟ ହାର କ୍ରମାଗତ ଭାବେ ସକ୍ରିୟ ରୋଗୀଙ୍କ ତୁଳନାରେ…

Read More

ଇତିହାସରେ ପ୍ରଥମ ଥର ପାଇଁ ପୋଲିସକୁ ଜନସାଧାରଣଙ୍କ ସମର୍ଥନ ମିଳିଛି: ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ

ଭୁବନେଶ୍ୱର : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ(PIB), ଭୁବନେଶ୍ୱର ପକ୍ଷରୁ “କୋଭିଡ-୧୯  ପରିଚାଳନାରେ ଅଗ୍ରଣୀ ଯୋଦ୍ଧାମାନଙ୍କ ଭୂମିକା” ଶୀର୍ଷକ ୱେବିନାର ଅନୁଷ୍ଠିତ ହୋଇଯାଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଓଡ଼ିଶା ପ୍ରାନ୍ତର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ଶୈଳେଶ କୁମାର ମାଲବ୍ୟଙ୍କ ଅଧ୍ୟକ୍ଷତାରେ ଏହି ୱେବିନାର ଅନୁଷ୍ଠିତ ହୋଇଥିଲା।ୱେବିନାରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ କଟକ-ଭୁବନେଶ୍ୱର ଦ୍ୱୈତନଗରୀ ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ। ଶ୍ରୀ ମାଲବ୍ୟ କହିଥିଲେ ଯେ କରୋନା ମହାମାରୀର…

Read More

ଥମିବାର ନା ନେଉନି କରୋନା, ରାଜ୍ୟରେ ରେକର୍ଡ ସଂଖ୍ୟକ ୧୦୭୮ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି ୧୦୭୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୭୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୫୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୮ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୩୭୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୧୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ…

Read More

ଆଜି ରାଜ୍ୟ ରେ ସୁସ୍ଥ ହେଲେ ୪୫୭ କରୋନା ଆକ୍ରାନ୍ତ

ରାଜ୍ୟରେ ଆଜି  ଆଉ ୪୫୭ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ହଜାର ୯୧୦ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲା ରୁ ୧୧୮ ଜଣ , ନୟାଗଡ଼ ଜିଲ୍ଲାରୁ ୫୩ ଜଣ , କଟକ ରୁ ୪୪ ଜଣ, ସୁନ୍ଦରଗଡ଼ ରୁ ୩୮…

Read More

କୋଭିଡ଼-୧୯ ଟିକା ବାହାର କରିବା କ୍ଷେତ୍ର ରେ କେଉଁ ଦେଶ କେତେଦୂର ସଫଳ!

ବିଶ୍ଵ ରେ covid-19 ର ପ୍ରକୋପ ଦିନ କୁ ଦିନ ବଢିବାରେ ଲାଗିଛି। ପୃଥିବୀ ର ବିକାଶଶୀଳ ଦେଶ ହେଉ ବା ବିକଶିତ ଦେଶ ହେଉ ସମସ୍ତେ ନିଜ ଚେଷ୍ଟାରେ ଅଛନ୍ତି ଯେ କିପରି କୋଭିଡ଼ -୧୯ ର ଟୀକା ବାହାର କରିବା।  କିନ୍ତୁ ଏତେ ମାସ ପରେ ମଧ୍ୟ ଏହି ବିଶ୍ୱସ୍ତରୀୟ ମହାମାରୀ ପାଇଁ କୌଣସି ଔଷଧ କିମ୍ବା ଟୀକା ପ୍ରସ୍ତୁତ ହୋଇନାହିଁ। ସାରା ବିଶ୍ୱରେ ୧୩୦ରୁ ଅଧିକ ଟିକା ବର୍ତ୍ତମାନ ମାନବ ପରୀକ୍ଷା ପର୍ଯ୍ୟାୟ…

Read More