ରାଜ୍ୟରେ ନୂଆ ୬୭୩ କରୋନା ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା ୧୮ ହଜାର ପାର
ରାଜ୍ୟରେ ଆଜି ୭୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୪୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୨୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୩ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୩୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ଓ ଭଦ୍ରକ ଜିଲାରେ ୫୮ ଜଣ ଲେଖାଏଁ…
