Home » Odisha Weather Report: ତିନି ଜିଲ୍ଲାରେ ୩୮.୫ ଡିଗ୍ରୀ ଉପରେ ତାପମାତ୍ରା

Odisha Weather Report: ତିନି ଜିଲ୍ଲାରେ ୩୮.୫ ଡିଗ୍ରୀ ଉପରେ ତାପମାତ୍ରା

Weather Report of Odisha
Share this:

ଭୁବନେଶ୍ଵର: ରାଜ୍ୟରେ ଗତ କିଛିଦିନ ହେବ ତାପମାତ୍ରା (Temperature) ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ମାଲକାନଗିରି ଏବଂ ରାୟଗଡ଼ାଠାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୮.୫ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀଠାରେ ରାତି ତାପମାତ୍ରା ୧୧ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଛି।

ଭୁବନେଶ୍ଵର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ; କିନ୍ତୁ କେତେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ୨ ରୁ ୩ ଡିଗ୍ରୀ ଅଧିକ ରହିବ।

[amazon_auto_links id=”9932″]

Also Read | Maritime India Summit: ଓଡ଼ିଶା ହେବ ବାଣିଜ୍ୟ ବ୍ୟବସାୟ ମାଧ୍ୟମରେ ପୂର୍ବ ଭାରତର ପ୍ରବେଶଦ୍ୱାର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Share this:

Leave a Reply

Your email address will not be published. Required fields are marked *