Home » Weather Report Odisha: ଆସନ୍ତା ୪ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା,୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Weather Report Odisha: ଆସନ୍ତା ୪ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା,୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Weather Report of Odisha
Share this:

ଭୁବନେଶ୍ଵର:ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କାଳବୈଶାଖୀ ବର୍ଷା କାରଣରୁ କେତେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି।

amazon-adv

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ରହିଛି । ଏଥିସହ ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

[amazon_auto_links id=”9939″]

Also Read | Odisha Lockdown: ଓଡିଶାରେ ଲକଡାଉନ୍ ଲାଗୁ, କଣ ରହିବ ଖୋଲା, କଣ ରହିବ ବନ୍ଦ

Share this:

Leave a Reply

Your email address will not be published. Required fields are marked *