Home » Odisha Weather Report: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଅଞ୍ଚଳରେ କାଳବୈଶାଖୀ

Odisha Weather Report: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଅଞ୍ଚଳରେ କାଳବୈଶାଖୀ

Weather Report of Odisha
Share this:

ଭୁବନେଶ୍ଵର: ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶା (Odisha) ର କେତେକ ଅଞ୍ଚଳରେ କାଳବୈଶାଖୀର ସମ୍ଭାବନା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଜିଲ୍ଲାଗୁଡିକ ମଧ୍ୟରେ ଜଗତସିଂହପୁର, ପୁରୀ, ଗଞ୍ଜାମ, ଖୋର୍ଦ୍ଧା,ନୟାଗଡ ଏବଂ କଟକର କେତେକ ଅଞ୍ଚଳରେ ଘଡଘଡି ସହ ବର୍ଷାପବନ ହୋଇପାରେ। ଆଗାମୀ ଦୁଇଦିନ ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୦ଟି ଜିଲାକୁ ଏଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତକାଲି ବଲାଙ୍ଗୀରଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

[amazon_auto_links id=”10233″]

Also Read | KV Admission: ଏଥର ସମସ୍ତ କେନ୍ଦ୍ରୀୟ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ଅନ୍‍ଲାଇନ୍‍ ପଞ୍ଜିକରଣ, ଅନ୍ୟ କ୍ଳାସ ପାଇଁ ଅଫଲାଇନ, ଏପ୍ରିଲ ୧ରୁ ଆରମ୍ଭ

Share this:

Leave a Reply

Your email address will not be published. Required fields are marked *