Home » Weather Report: ରାଜ୍ୟରେ ବର୍ଷା ଜାରି

Weather Report: ରାଜ୍ୟରେ ବର୍ଷା ଜାରି

Weather Report of Odisha
Share this:

ଭୁବନେଶ୍ଵର: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇଯାଇଛି। ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ରହିଛି।

ଗତ ୨୪ଘଣ୍ଟା ମଧ୍ୟରେ ଗଞ୍ଜାମର ଆସ୍କାରେ ସର୍ବାଧିକ ୨୧ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି। ଆଜି ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ ଏବଂ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Share this:

Leave a Reply

Your email address will not be published. Required fields are marked *