Home » Weather Report: ଘୂର୍ଣ୍ଣିବଳୟ ଓ ଟ୍ରପଲାଇନ ସୃଷ୍ଟି, ଆସନ୍ତା ୩ ଦିନ ବର୍ଷା

Weather Report: ଘୂର୍ଣ୍ଣିବଳୟ ଓ ଟ୍ରପଲାଇନ ସୃଷ୍ଟି, ଆସନ୍ତା ୩ ଦିନ ବର୍ଷା

Weather Report of Odisha
Share this:

ଓଡିଶା, ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ଓ ଟ୍ରପଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୩ଦିନ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

 ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାରସମ୍ଭାବନା ରହିଛି। ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କଟକ,ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ,ନୟାଗଡ, ରାୟଗଡା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ କୋରାପୁଟ।

Share this: