Home » Weather Report: ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା

Weather Report: ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା

Weather Report of Odisha
Share this:

ଭୁବନେଶ୍ଵର: ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‍ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Also Read : Lock Down: ରାଜ୍ୟ ସରକାର ଆଉ ମନଇଛା ଲକଡାଉନ ଲାଗୁ କରିପାରିବେ ନାହିଁ

Share this: